ଦିନିକିଆ ଓଡିଶା ଗସ୍ତରେ ଆସିଥିବା ବିଜେପିର ରାଷ୍ଟ୍ରପତି ପ୍ରାର୍ଥିର୍ନୀ
ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଭାବ ଗଦଗଦ ହେଇ କହିଲେ ଯେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଭାଇ, ସମର୍ଥନ ମାଗିବା ଆଗରୁ ସେ ଅକୁଣ୍ଠ ସମର୍ଥନ ଯୋଗାଇ ଦେଇଛନ୍ତି ! ବିଧାନସଭା ସମ୍ମିଳନୀ କକ୍ଷରେ ବିଜେଡି ବିଧାୟକ ଓ ସାଂସଦ ଏବଂ ରାଜ୍ୟ ଅତିଥି ଭବନରେ ବିଜେପି ବିଧାୟକ ଓ ସାଂସଦମାନଙ୍କୁ ଭେଟିବା ପରେ ଶ୍ରୀମତୀ ମୁର୍ମୁ ନବୀନ ନିବାସ ରେ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲ।