ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଘନୀଭୂତ ହୋଇଛି, ଏହାର ପ୍ରଭାବରେ ଆଗାମୀ 24 ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ ଓ 50ରୁ 70 କିଲୋମିଟର ବେଗରେ ପବନ ବହିବ ବୋଲି କୁହାଯାଇଛି ।
ଏଥିପାଇଁ ଭଦ୍ରକ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।