ରାଜ୍ୟ କଂଗ୍ରେସ ଭୋଟ ଯିବ ସିହ୍ନାଙ୍କୁ

ମିଳିତ ବିରୋଧୀ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବ ରାଜ୍ୟ କଂଗ୍ରେସ, ତାଙ୍କ ଖାତାକୁ ଯିବ ରାଜ୍ୟ କଂଗ୍ରେସର ସମସ୍ତ ଭୋଟ। ଏନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।

ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକମାନଙ୍କୁ ଭେଟି ହାଇକମାଣ୍ଡଙ୍କ ନିଷ୍ପତ୍ତି ବିଷୟରେ ବିଧାୟକଙ୍କୁ ଅବଗତ କରାଇଛନ୍ତି ସେ।

କଂଗ୍ରେସର ସମସ୍ତ ଭୋଟ୍ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଦେବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।

Leave A Reply

Your email address will not be published.