ବାଚସ୍ପତି ପଦରୁ ବିକ୍ରମଙ୍କ ଇସ୍ତଫା

ବିଧାନସଭାର ବାଚସ୍ପତି ପଦରୁ ଆଜି ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ । ସେ ତାଙ୍କର ଇସ୍ତଫା ପତ୍ର ଉପ ବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି । ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା ବିଷୟ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିକ୍ରମ ଆରୁଖ, ଏବେ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ, ତାହା ନିଷ୍ଠାର ସହ କରିବେ ବୋଲି ସେ ସାମ୍ବାଦିକମାନଙ୍କୁ ସୂଚନା ଦେଇଛନ୍ତି।

Leave A Reply

Your email address will not be published.